ଲେଖାସମୂହ (କେବେ ଠାରୁ) ରାଉଣ୍ଡଅପ

ନୂଆ ପ୍ରଯୁକ୍ତି ଓ ଆବିଷ୍କାର ଉପରେ ମୁମ୍ବାଇର ବିଦ୍ୟାଳୟରେ ପଢୁଥିବା ପିଲାମାନଙ୍କର ମତ

ଅଣଲାଭକାରୀ ସଂସ୍ଥା ଆତ୍ମାର ଏକ ଭିଡ଼ିଓରେ ଝିଅଟିଏ ମଣିଷକୁ ଉଡ଼ିବାପାଇଁ ସାହାଯ୍ୟ କରୁଥିବା ପ୍ରଯୁକ୍ତି ଉଦ୍ଭାବନ କରିବାକୁ ଚାହେଁ । ଆଉଜଣେ ପଇସା ସରୁନଥିବା ଟଙ୍କାମୁଣି ଉଦ୍ଭାବନ କରିବାକୁ ଚାହେଁ ।

ପେସମରଗା ଯୋଦ୍ଧା ନାରୀ ନିଜ ପିଲାକୁ ସ୍ତନ୍ୟପାନ କରାଉଥିବାର ଫଟୋର ବ୍ୟାପକ ଖ୍ୟାତିରେ କୁରଦିସ ମିଡ଼ିଆ ବନ୍ଦୀ

କୁରଦିସ ମିଡ଼ିଆ ଅନୁଷ୍ଠାନଗଣ ଜଣେ ପେସମେରଗା ମହିଳାଙ୍କ ଫଟୋ ବାବଦୀୟ ଆଲୋଚନାରେ ବାବଦୂକ ସାଜିଛନ୍ତି । ମହିଳାଜଣକ ଏକ ସ୍ୱଂୟଚାଳିତ ବନ୍ଧୁକ ପାଖରେ ଥୋଇ ନିଜ ପିଲାଟିକୁ କ୍ଷୀର ପିଆଉଛନ୍ତି । ଫଟୋଟି ସୋସିଆଲ...

ଅନିଚ୍ଛାସତ୍ଵେ ଭାରତୀୟମାନେ ଅର୍କୁଟକୁ ବିଦାୟ ଦେଲେ

ସେପ୍ଟେମ୍ବର ୩୦ ୨୦୧୪ ରେ ଗୁଗଲ ତାର "ଅର୍କୁଟ" ସେବା ବନ୍ଦ କରିଛି । ଏହାଦ୍ଵାରା ଇତିହାସ ପାଲଟିଯାଇଛି ଜଗତର ପ୍ରଥମ ପ୍ରିୟ ସାମାଜିକ ଗଣମାଧ୍ୟମ ।

ବିଦାୟ ହିନ୍ଦୁସ୍ତାନ ଆମ୍ବାସାଡ଼ର

ହିନ୍ଦୁସ୍ତାନ ମୋଟର୍ସ ୧୯୫୮ରେ ଆରମ୍ଭ ହୋଇଥିବା ଭାରତର ପ୍ରତିଷ୍ଠିତ ହିନ୍ଦୁସ୍ତାନ ଆମ୍ବାସାଡ଼ର ଗାଡ଼ିର ଉତ୍ପାଦନକୁ ସ୍ଥଗିତ ରଖିବାର ନିଷ୍ପତ୍ତି ନେଇଛି ।

ଆଦିବାସୀ ଟୁଇଟ ଅଷ୍ଟ୍ରେଲିଆରେ ଆନ୍ତର୍ଜାତିକ ମାତୃଭାଷା ଦିବସ ବାବଦେ ଆଲୋକପାତ କରିଛନ୍ତି

ଉଆମୁଟ (ଟୁଇଟରରେ @kriolkantri ନାମରେ ଜଣା, ଏବଂ ଦଶ ବର୍ଷ ପୁରୁଣା ଜଣେ ବ୍ଲଗର, ଦେଶଜ ଟୁଇଟମାନ Storifyରେ ସେଆର କରିଥିଲେ: “ଫେବୃଆରୀ ୨୧ ଆନ୍ତର୍ଜାତିକ ମାତୃଭାଷା ଦିବସ ଏବଂ ଏହି ବର୍ଷ ଅଷ୍ଟ୍ରେଲିଆବାସୀ...

ନୂଆ iOSରେ ଆପଲ ୫ଟି ଭାରତୀୟ ଭାଷା ଇନପୁଟ ପଦ୍ଧତି ଆରମ୍ଭ କଲା

ଛାମୁଆଁ କମ୍ପ୍ୟୁଟର କମ୍ପାନି ଆପଲ ନିଜର ନୂତନତମ iOS 8ର ଅଧିକ ଇନପୁଟ ପଦ୍ଧତି ଓ ଇଣ୍ଟରଫେସ ଭାଷା ଯୋଡ଼ି ନିଜ ଭାଷା ସଂଖ୍ୟା ବଢ଼ାଇଛି ।

ଶ୍ରୀନଗର-ଲେହ ରାଜପଥ: ଏକ ଦୁଃସାହସିକ ସଡ଼କ ଯାତ୍ରା

ଭ୍ରମଣ ବ୍ଲଗ “ମାଇନର ସାଇଟସ” ଦେଇଆସୁଛି ଦର୍ଶନୀୟ ଓ କିଛି ମାତ୍ରାରେ ବିପଦସଙ୍କୁଳ କାଶ୍ମୀର ଉପତ୍ୟକାରେ ଥିବା ୪୩୪ କିଲୋମିଟର ଦୀର୍ଘ ଶ୍ରୀନଗର-ଲେହ ରାଜପଥର ବିବରଣୀ ।