ଲେଖାସମୂହ ବାବଦରେ ସାଉଦି ଆରବ

ସାଉଦି ମୌଲବୀଙ୍କ ମତରେ ପୃଥିବୀ ସ୍ଥିର!

  18 ଫେବ୍ରୁଆରି 2015

ସାଉଦି ଧର୍ମଗୁରୁ ଶେଖ ବନ୍ଦର ଅଲ-ଖାଇବରୀ ପୃଥିବୀ ଗତିଶୀଳ ବୋଲି ମାନିବାରେ ସମ୍ପୂର୍ଣ୍ଣ ବିରୋଧୀ । ଯଦି ପୃଥିବୀ ଘୂରୁଛି ଆଉ ଚୀନ ମଧ୍ୟ ଘୂରୁଛୁ, ତେବେ କିପରି ଜଣେ ଶାରଜାରୁ ଚୀନ ଯିବ ?