· ଜୁନ, 2014

ଲେଖାସମୂହ ବାବଦରେ ଭାରତ (କେବେ ଠାରୁ) ଜୁନ, 2014

ଉଇକିପିଡ଼ିଆକୁ ଭଲପାଏ ଓଡ଼ିଆ

ଓଡିଆ ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ୨,୫୦୦ ବର୍ଷର ପୁରୁଣା ଏକ ଭାଷା । ନିକଟ ଅତୀତରେ ଓଡିଆ ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ମିଳିଛି । ଏ ଅବସରରେ ଓଡିଆ ଉଇକିପିଡିଆ ସମାଜ ଭୁବନେଶ୍ବରଠାରେ ୧୪ଟି ଓଡ଼ିଆ ବହିର CC-BY-SA ୩.0 ଲାଇସେନ୍ସରେ ବିତରଣ କରି ବିଭିନ୍ନ ଓପନ ସୋର୍ସ ସପ୍ଟଓଏର ଓ ଓଡ଼ିଆ ଉଇକିପିଡ଼ିଆ ବାବଦରେ ଜନସଚେତନତା ସୃଷ୍ଟି କରିଥିଲେ ।

ସ୍ୱେଚ୍ଛାସେବୀମାନଙ୍କ ପାଇଁ ଡାକରା!

  19 ଜୁନ 2014

ଗ୍ଲୋବାଲ ଭଏସେସ ଏକ ଆନ୍ତର୍ଜାତିକ ସମୂହ ଯାହା ବିଶେଷ କରି ଆଗରୁ ଆନ୍ତର୍ଜାତିକ ମିଡିଆରେ ଶୁଣାଯାଇ ନଥିବା ସମ୍ବାଦମାନଙ୍କ ଉପରେ ଆଲୋକପାତ କରି ଆପଣଙ୍କ ପାଇଁ ସାରା ଜଗତର ନାଗରିକମାନଙ୍କ ତିଆରି ସମ୍ବାଦ ଆଣିଦେଇଥାଏ । ଆମେ ଏହି ଲିଙ୍ଗୁଆ ପ୍ରକଳ୍ପରେ ଯୋଗଦେବା ପାଇଁ ସ୍ୱେଚ୍ଛାସେବୀ ଅନୁବାଦକମାନଙ୍କୁ ଖୋଜୁଛୁ । ଏହି ପ୍ରକଳ୍ପ ଜଗତରର ବିଶାଳତମ ଅନୁବାଦକ ମାନଙ୍କର ଓ ସର୍ବାଧିକ ସକ୍ରିୟ ସମୂହ ଭାବେ ଚର୍ଚ୍ଚିତ । ଆମେ...