ନିକଟର ଲେଖାର ଲେଖକ: Subhashish Panigrahi (କେବେ ଠାରୁ) ଅକ୍ଟୋବର, 2014
#FreeSaeed: କାରାଗାରରେ ଜଣେ ଇରାନି ୱେବ ଡେଭେଲପରଙ୍କର ଷଷ୍ଠ ବର୍ଷ

ତାଙ୍କର ଓପନ ସୋର୍ସ ସଫ୍ଟଓଏର ବ୍ୟବହାର କରି ଅନ୍ୟମାନେ ପର୍ଣୋଗ୍ରାଫିକ ଛବି ଡାଉନଲୋଡ଼ କରୁଥିବାରୁ ସଇଦ ମାଲେକପୁର ମୂଳତଃ "ଧରାର ଅନୀତିକାରୀ ଭାବେ ପ୍ରାଣଦଣ୍ଡରେ ଦଣ୍ଡିତ ହୋଇଛନ୍ତି ।