ନଗଦ ଲେଖାମାନ
ଭାରତର ଉତ୍ତୁଙ୍ଗ ହିମାଳୟର ସିକିମରୁ ଆସିଲା ନୂତନତମ ‘ହ୍ୟାପି’ ଶ୍ରଦ୍ଧାଞ୍ଜଳି ଭିଡିଓ
ଏହି ବର୍ଷର ଚର୍ଚ୍ଚିତ ଶ୍ରଦ୍ଧାଞ୍ଜଳି ଭିଡିଓ “ହ୍ୟାପି” ର ସିକିମ ସଂସ୍କରଣ ବହୁଜନ ଆଦୃତ ହୋଇଛି ଏହାର ଉଚ୍ଚମାନର ନିର୍ମାଣ ଶେଳୀକୁ ନେଇ ।
ମିଆଁମାର ରାସାୟନିକ ଅସ୍ତ୍ର କାରଖାନା ଉପରେ ଲେଖିବାରୁ ସାମ୍ବାଦିକଙ୍କୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ
ଲୁକ୍କାୟିତ ରାସାୟନିକ ଅସ୍ତ୍ର କାରଖାନା ଉପରେ ସମ୍ବାଦ ପ୍ରଘଟ କରି ଗୋପନୀୟତା ନିୟମ ଭଙ୍ଗ କରିବା ଅଭିଯୋଗରେ ମିଆଁମାରରେ ସାମ୍ବାଦିକମାନଙ୍କୁ ସଶ୍ରମ କାରାଦଣ୍ଡାଦେଶ ।
ଗ୍ଲୋବାଲ ଭଏସେସ ନିର୍ଦେଶକ ମଣ୍ଡଳୀକୁ ଜୁଏନିତା ଲିଅନ୍ଙ୍କୁ ସ୍ବାଗତ
ସାମ୍ବାଦିକତା କେବଳ ସୂଚନାର ପରିଭାଷା ନୁହେଁ, ବରଂ ଏହା ଭାବ ବିନିମୟର ମାଧ୍ୟମ ବୋଲି କହନ୍ତି ଗ୍ଲୋବାଲ ଭଏସେସ ନିର୍ଦେଶକ ମଣ୍ଡଳୀର ନୂଆ ବୋର୍ଡ ସଦସ୍ୟ ଜୁଏନିତା ଲିଅନ୍ ।
ଉଇକିପିଡ଼ିଆକୁ ଭଲପାଏ ଓଡ଼ିଆ
ଓଡିଆ ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ୨,୫୦୦ ବର୍ଷର ପୁରୁଣା ଏକ ଭାଷା । ନିକଟ ଅତୀତରେ ଓଡିଆ ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ମିଳିଛି । ଏ ଅବସରରେ ଓଡିଆ ଉଇକିପିଡିଆ ସମାଜ ଭୁବନେଶ୍ବରଠାରେ ୧୪ଟି ଓଡ଼ିଆ ବହିର CC-BY-SA ୩.0 ଲାଇସେନ୍ସରେ ବିତରଣ କରି ବିଭିନ୍ନ ଓପନ ସୋର୍ସ ସପ୍ଟଓଏର ଓ ଓଡ଼ିଆ ଉଇକିପିଡ଼ିଆ ବାବଦରେ ଜନସଚେତନତା ସୃଷ୍ଟି କରିଥିଲେ ।
ସ୍ୱେଚ୍ଛାସେବୀମାନଙ୍କ ପାଇଁ ଡାକରା!
ଗ୍ଲୋବାଲ ଭଏସେସ ଏକ ଆନ୍ତର୍ଜାତିକ ସମୂହ ଯାହା ବିଶେଷ କରି ଆଗରୁ ଆନ୍ତର୍ଜାତିକ ମିଡିଆରେ ଶୁଣାଯାଇ ନଥିବା ସମ୍ବାଦମାନଙ୍କ ଉପରେ ଆଲୋକପାତ କରି ଆପଣଙ୍କ ପାଇଁ ସାରା ଜଗତର ନାଗରିକମାନଙ୍କ ତିଆରି ସମ୍ବାଦ ଆଣିଦେଇଥାଏ । ଆମେ ଏହି ଲିଙ୍ଗୁଆ ପ୍ରକଳ୍ପରେ ଯୋଗଦେବା ପାଇଁ ସ୍ୱେଚ୍ଛାସେବୀ ଅନୁବାଦକମାନଙ୍କୁ ଖୋଜୁଛୁ । ଏହି ପ୍ରକଳ୍ପ ଜଗତରର ବିଶାଳତମ ଅନୁବାଦକ ମାନଙ୍କର ଓ ସର୍ବାଧିକ ସକ୍ରିୟ ସମୂହ ଭାବେ ଚର୍ଚ୍ଚିତ । ଆମେ...
ନିକଟର ମତାମତ
କୌଣସି ମତାମତ ମିଳିଲା ନାହିଁ ।